Latest Odisha News

BREAKING NEWS

ଆଇଆଇଏମ୍‍ସିରେ ‘ଗଣମାଧ୍ୟମରେ ଲିଙ୍ଗଗତ ପ୍ରସଙ୍ଗ ଓ ସମାନତା’ ଉପରେ କର୍ମଶାଳା

ଢେଙ୍କାନାଳ: ଝିଅଟିଏ କ’ଣ କରିବ? ଶେଷରେ ତ ସେ ରୋଷେଇ ଘରକୁ ଯିବ । ଝିଅଙ୍କ ପ୍ରତି ଏମିତି ମନୋଭାବ କେବଳ ଅଶିକ୍ଷିତ ନୁହେଁ, ବରଂ ଶିକ୍ଷିତ ପରିବାରରେ ମଧ୍ୟ ରହିଛି । ତେବେ ନାରୀର ଅଧିକାର ପାଇଁ ଆମର ଦୃଷ୍ଟିଭଙ୍ଗୀ ପ୍ରଥମେ ପରିବର୍ତ୍ତନ କରିବା ଜରୁରୀ ବୋଲି କହିଛନ୍ତି ଅକ୍ସଫାମ୍‍ ଇଣ୍ଡିଆର…

ଝିପିଝିପି ବର୍ଷାରେ ଜମିଲା ‘ପ୍ରସିଦ୍ଧ ଢେଙ୍କାନାଳ ଲକ୍ଷ୍ମୀପୂଜା’ ଭସାଣୀ ଉତ୍ସବ…

ଢେଙ୍କାନାଳ: ପ୍ରବଳ ବର୍ଷାଯୋଗୁଁ ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଭସାଣୀ ଉତ୍ସବ ବିଳମ୍ବ ଘଟିଛି । ବିଳମ୍ବରେ ଭସାଣୀ ପଟୁଆର ବାହାରିଥିଲେ ମଧ୍ୟ ସାମାନ୍ୟ ବର୍ଷାରେ ବେଶ୍ ଜାକଜମକରେ ପାଳିତ ହୋଇଛି ଏହି ଉତ୍ସବ । ରାଜ୍ୟରେ ଗଜଲକ୍ଷ୍ମୀ ପୂଜା ଲାଗି ପ୍ରସିଦ୍ଧି ଲାଭ କରିଥିବା…

ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ଛାତ୍ରଛାତ୍ରୀ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୁକାପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନାନୁଯାୟୀ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଥିବା ଅବିଭାବକମାନେ ଅଭିଯୋଗ…

ଖୁବଶିଘ୍ର ସମସ୍ତ ସ୍କୁଲରେ କାର୍ଯ୍ୟକାରୀ ହେବ ‘ଅନଲାଇନ୍ ଆଟେଣ୍ଡାଣ୍ଟସ୍ ସିଷ୍ଟମ’: ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସମେତ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ନିୟମିତ ଉପସ୍ଥାପନ ତଦାରଖ କରିବ ଏବେ ‘ଅନଲାଇନ୍ ଆଟେଣ୍ଡାଣ୍ଟସ୍ ସିଷ୍ଟମ’ । ଓଡ଼ିଶାର ସମସ୍ତ ସରକାରୀ ବିଦ୍ୟାଳୟମାନଙ୍କରେ ଏହି ପ୍ରକ୍ରିୟା ଖୁବଶିଘ୍ର କାର୍ଯ୍ୟକାରୀ ହେବାକୁ ଯାଉଛି ଏବଂ ସରକାର ଏନେଇ ଗୁରୁତ୍ୱପୂର୍ଣ୍ଣ…

ରାୟଗଡ଼ାର କମଳେଶ ସାହୁ; ଚା’ ବିକି ଶହ-ଶହ ଅନାଥ ପିଲାଙ୍କୁ ପାଠ ପଢାଉଥିବା ମଣିଷ !

ରାୟଗଡ଼ା: କଟକ ସହରର ଡ଼ି ପ୍ରକାଶ ରାଓଙ୍କୁ କିଏ ବା ନ’ଜାଣେ ! ଚା’ ବିକ୍ରିି କରି ନିଜେ ଗଢିଥିବା ଅନାଥାଶ୍ରମର ଶିଶୁମାନଙ୍କୁ ମଣିଷ କରାଉଥିବା ପ୍ରକାଶଙ୍କୁ ଭାରତର ରାଷ୍ଟ୍ରପତି ତାଙ୍କର ଏହି ପ୍ରଶଂସନୀୟ କାର୍ଯ୍ୟ ଲାଗି ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ମଧ୍ୟ କରିଛନ୍ତି । ସେହିପରି ରାୟଗଡ଼ାରେ…

ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲା; ସିଲ୍ ହେଲା ଅଭିଯୁକ୍ତଙ୍କ ଗେଷ୍ଟ ହାଉସ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ହରିଦାସପୁର ପଞ୍ଚାୟତ ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି । ବିରୋଧୀଙ୍କ ଦ୍ୱାରା ଘଟଣାର ସିବିଆଇ ତଦନ୍ତ ଦାବି କରାଯାଉଥିବା ବେଳେ ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଗେଷ୍ଟହାଉସ୍ ସରକାରୀ ଜମି ଉପରେ ବେଆଇନ ଭାବରେ…

‘ଓଡ଼ିଶା ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ‘ଓଡ଼ିଶା ମୋ ପରିବାର’ ଭଳି ଏକ ଐତିହାସିକ କାର୍ଯ୍ୟକ୍ରମର ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଘୋଷଣା କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରିବେଶ ସୁରକ୍ଷା, ରକ୍ତଦାନକୁ…

ବିଜେପୁରରେ ଐତିହାସିକ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା ସାହୁ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ଐତିହାସିକ ବିଜୟ ଲାଭ କରିବା ପରେ ଶୁକ୍ରବାର ଦିନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ରୀତା ନିଜ ସମର୍ଥକଙ୍କ ଗହଣରେ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ…

‘ଦବଙ୍ଗ-୩’ ଟ୍ରେଲର: ୩ ଦିନରେ ଦେଢ଼ କୋଟିରୁ ଅଧିକ ଥର ଦେଖିଲେ ଦର୍ଶକ

ମୁମ୍ବାଇ: ବଲିଉଡର ଭାଇଜାନ ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଦୀପାବଳିରେ ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି। ଟ୍ରେଲର୍‌ ରିଲିଜ୍‌ ହେବାର ୩ ଦିନ ନପୁରୁଣୁ ଏହାକୁ ଦେଢ଼ କୋଟିରୁ ଅଧିକ…

ଭୁବନେଶ୍ୱରକୁ ନେଇ ଚର୍ଚ୍ଚାରେ ଏବେ ଭିଭିଏସ୍ ଲକ୍ଷ୍ମଣଙ୍କ ଟ୍ୱିଟ୍ !

ଭୁବନେଶ୍ୱର: ସ୍ମାର୍ଟସିଟି ଭୁବନେଶ୍ୱରକୁ ନେଇ ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍ ଲକ୍ଷ୍ମଣଙ୍କ ଏକ ଟ୍ୱିଟ୍ ଏବେ ଚର୍ଚ୍ଚାରେ । ଓଡ଼ିଶାର ରାଜଧାନୀ ଫୁଟପାଥରେ କିପରି ଜଣେ ଅସହାୟ ବ୍ୟକ୍ତିଟିଏ ବୁଲା କୁକୁରଙ୍କୁ ସବୁଦିନ ଭୋଜନ ଦେଉଛନ୍ତି ତାକୁ ନେଇ ଫଟୋ ସହିତ ଟ୍ୱିଟ୍…