ଆଜି ମଲାଇକାଙ୍କ ଜନ୍ମଦିନ: ଇନଷ୍ଟାଗ୍ରାମରେ ଫଟୋ ସହ ଶୁଭେଚ୍ଛା ଜଣାଇଲେ ଅର୍ଜୁନ
ମୁମ୍ବାଇ: ବି-ଟାଉନରେ ସର୍ବଦା ଚର୍ଚ୍ଚାର ପରିସର ମଧ୍ୟରେ ରହୁଥିବା ଅଭିନେତ୍ରୀ ମଲାଇକା ଆରୋରାଙ୍କର ଆଜି ହେଉଛି ଜନ୍ମଦିନ । ଏହି ଅବସରରେ ବଲିଉଡ ଜଗତର ନାମିଦାମୀ କଳାକାରଙ୍କ ଶୁଭେଚ୍ଛାର ସୁଅ ତାଙ୍କ ପାଖକୁ ଛୁଟୁଛି । ମଲାଇକାଙ୍କ ପାଇଁ ଆସିଥିବା ସବୁ ଶୁଭେଚ୍ଛା ବାର୍ତ୍ତା ମଧ୍ୟରେ ଜଣଙ୍କ…