ମହାରାଷ୍ଟ୍ର ଓ ହରିୟାଣାରେ ଆଜି ବିଧାନସଭା ନିର୍ବାଚନ, ଚାଲିଛି ମତଦାନ…
ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ର ଓ ହରିୟାଣାରେ ଅନୁଷ୍ଠିତ ହେଉଛି ବିଧାନସଭା ନିର୍ବାଚନ । ଏହି ଦୁଇଟି ରାଜ୍ୟରେ ସୋମବାର ଦିନ ସକାଳ ୭ଟା ସମୟରେ ମତଦାନ ଆରମ୍ଭ ହୋଇଯାଇଛି । ସମସ୍ତ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ମତଦାତାମାନେ ସକାଳୁ ସକାଳୁ ଧାଡ଼ିରେ ଛିଡ଼ା ହୋଇ ମତଦାନ ଲାଗି ଅପେକ୍ଷା କରିଥିବା ଯୋଗୁଁ…