ନବୀନଙ୍କ ଜନ୍ମଦିନରେ ‘ସୁସ୍ଥ ଓ ଦୀର୍ଘ ଜୀବନ’ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ତମ ଜନ୍ମଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।
“ଜନ୍ମଦିବସରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଅଭିନନ୍ଦନ । ଏହି ଅବସରରେ ମୁଁ ତାଙ୍କର ସୁସ୍ଥ ଏବଂ ଦୀର୍ଘ ଜୀବନର କାମନା…