Latest Odisha News

BREAKING NEWS

କ୍ରୀଡ଼ା ଗବେଷଣା ଓ ସଂରକ୍ଷଣ ଲାଗି ସମର୍ପିତ ଅନୁଷ୍ଠାନ ‘ସ୍ଫାର’ର ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର: ଖେଳ ଓ ଖେଳାଳିଙ୍କ ବାବଦରେ ଗବେଷଣା, ତଥ୍ୟ, ଫଟୋ, ଚିତ୍ର ଏବଂ ରେକର୍ଡ ଆଦିର ସଂଗ୍ରହ ଓ ସଂରକ୍ଷଣ ତଥା ଦେଶୀୟ ଖେଳର ପ୍ରସାର ପାଇଁ ସମର୍ପିତ ଅନୁଷ୍ଠାନ ସ୍ପାର(ସ୍ପୋର୍ଟସ ପ୍ରମୋସନ, ଆର୍‍କାଇଭ ଆଣ୍ଡ ରିସର୍ଚ୍ଚ ବା କ୍ରୀଡା ପ୍ରୋତ୍ସାହନ, ଅଭିଲେଖାଗାର ଏବଂ ଗବେଷଣା) ଅନୁଷ୍ଠାନ…

ଚୌଦ୍ୱାରରେ ପୋଲିସ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

କଟକ: ଚୌଦ୍ୱାର ନିକଟରେ ରବିବାର ଦିନ ପୋଲିସ ଓ ଅପରାଧି ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ହୋଇଛି । ଉକ୍ତ ଅପରାଧୀଙ୍କ ନାମ ଅଜୟ ସାହୁ ଓରଫ୍ ଜିତୁ ବୋଲି ଜଣାପଡିଛି । ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ଗୋଟିଏ ଜୀବନ୍ତ ଗୁଳି ଜବତ ହୋଇଥିବା ନେଇ ପୋଲିସ…

ଚନ୍ଦ୍ରଭାଗାରେ ବୁଡି ଯାଉଥିଲେ ମହିଳା ପର୍ଯ୍ୟଟକ, ଉଦ୍ଧାର କଲେ ଫଟୋଗ୍ରାଫର

କୋଣାର୍କ: କୋଣାର୍କର ଚନ୍ଦ୍ରଭାଗା ବେଳାଭୂମିରେ ବୁଡି ଯାଉଥିବା ଜଣେ ମହିଳା ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଫଟୋଗ୍ରାଫର୍ । ମିଳିଥିବା ସୂଚନାନୁଯାୟୀ ଆନ୍ଧ୍ରପ୍ରଦେଶର ଜଣେ ମହିଳା ପର୍ଯ୍ୟଟକ ଚନ୍ଦ୍ରଭାଗାରେ ଗାଧୋଉଥିବା ବେଳେ ଅଚାନକ ଉଚ୍ଚ ଢେଉ ଆସିବାରୁ ଦୁର୍ଭାଗ୍ୟବଶତଃ ସେ ଗଭୀର ଜଳରେ…

ସୁନ୍ଦରଗଡରେ ‘୫ଟି’ ସଚିବ ପାଣ୍ଡିଆନ୍; କାର୍ଯ୍ୟରେ ଅବହେଳା ନେଇ ସିଡିଏମଓ ନିଲମ୍ବିତ ଓ ଜିଲ୍ଲାପାଳଙ୍କୁ ନୋଟିସ୍

ସୁନ୍ଦରଗଡ: କର୍ତ୍ତବ୍ୟରେ ଅବହେଳା କରିଥିବା ଦର୍ଶାଇ ଓଡିଶା ସରକାର ରବିବାର ଦିନ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧାରୀ (ସିଡିଏମଓ) ପଙ୍କଜ ପଟେଲଙ୍କୁ ନିଲମ୍ବିତ କରିଛନ୍ତି। ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ “ମୋ ସରକାର” କାର୍ଯ୍ୟକାରିତାରେ…

ଗଞ୍ଜାମରେ ଜୁଆ ଆଡ୍ଡା ଉପରେ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବିଭିନ୍ନ ଜୁଆ ଆଡାରେ ଗତକାଲି ପୋଲିସ ଚଢାଉ କରିବା ସହିତ ପାଖାପଖି ୯୫ଜଣଙ୍କୁ ଗିରଫ କରିଛି । ଏହାବ୍ୟତିତ ସେମାନଙ୍କ ବିରୋଧରେ ୧୪ ମାମଲା ରୁଜୁ କରାଯାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଏହି ଚଢାଉ ବେଳେ ବ୍ରହ୍ମପୁରରୁ କେବଳ ୬୮ ଜଣ…

ଭଦ୍ରକରେ କାରକୁ ପିଟିଲା ଟ୍ରକ୍, ୫ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ କାରକୁ ଗୋଟିଏ ଆଳୁ ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ…

ପାଲାଜଗତର ଅପ୍ରତିଦ୍ୱନ୍ଦ୍ୱୀ ଗାୟକ: ନିରଞ୍ଜନ ବାହିନୀପତି

ଭୁବନେଶ୍ୱର: ଯୋଗ୍ୟ ପିତାଙ୍କର ସୁଯୋଗ୍ୟ ସନ୍ତାନ ଗାୟକ ବିଦ୍ୟାସାଗର ନିରଞ୍ଜନ ବାହିନୀପତି । ବାପା ଗାୟକ ବିଶାରଦ ମାର୍କଣ୍ଡେୟ ବାହିନୀପତି ଯେଭଳି ଜ୍ଞାନର ସାଗର ଥିଲେ ସେହିପରି ନିରଞ୍ଜନ ବାହିନୀପତି ମଧ୍ୟ ପାଲା ଜଗତରେ ଜଣେ ଉଜ୍ଜ୍ୱଳ ପ୍ରତିଭା । ୧୯୬୩ ମସିହା ଜୁଲାଇ ୬ ତାରିଖ ଆଷାଢ…

ଧାରାବାହିକ ଉପନ୍ୟାସ: କୁକୁର କାହାଣୀ (୯)

ମାନବୀୟ ସମ୍ପର୍କର କଥାଶିଳ୍ପୀ ମୃଣାଳ (ଡ. ମୃଣାଳ ଚାଟାର୍ଜୀ, ଜନ୍ମ ୧୯୬୧) ସାହିତ୍ୟର ବିଭିନ୍ନ ବିଭବରେ ସ୍ୱଚ୍ଛନ୍ଦ ବିଚରଣ କରନ୍ତି । ଗଳ୍ପ, ଉପନ୍ୟାସ, ନାଟକ, ନିବନ୍ଧ, ପ୍ରବନ୍ଧ, ସବୁ ଲେଖିଛନ୍ତି ସେ । ଜଣେ ସ୍ତମ୍ଭକାର ଭାବରେ ସେ ବେଶ ପରିଚିତ । ବଙ୍ଗଳା, ହିନ୍ଦୀ ଓ ଇଂରାଜୀରୁ ଓଡ଼ିଆକୁ…

କୁଆଁରୀଙ୍କ ପର୍ବ କୁମାର ପୂର୍ଣ୍ଣିମା; ଜାଣନ୍ତୁ ଏହାସହ ଜଡିତ ଇତିହାସ ଓ ପରମ୍ପରା

"କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ"।। କୁଆଁରୀ ଝିଅଙ୍କ ପର୍ବ କୁଆଁରପୁନେଇ । ଏହିଦିନ କୁଆଁରୀ ମାନେ ସଜବାଜ ହୋଇ ହାତରେ ପୂଜାଥାଳି ଧରି ଚାନ୍ଦ ବନ୍ଦେଇବାକୁ ଅଗଣାରେ ଏକାଠି ହୋଇଥାନ୍ତି । ଲୋକକଥା ଅନୁଯାୟୀ ଏହି…

ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାରେ ସାରା ଓଡିଶା ଉତ୍ସବମୁଖର

ଭୁବନେଶ୍ୱର : ଆଜି ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର କୁମାର ପୁର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା । ଏହି କୁମାର ପୂର୍ଣ୍ଣିମା ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । କୁମାରୀମାନଙ୍କ ପାଇଁ ଏହା ଏକ ବଡ ଉତ୍ସବର ଦିନ…