Latest Odisha News

BREAKING NEWS

‘ସିଲଭର ଫୟଲ’ ଲାଗିଥିବା ମିଠା ସ୍ୱାସ୍ଥ୍ୟ ପାଇଁ କେତେ କ୍ଷତିକାରକ, ଜାଣନ୍ତୁ

ଭୁବନେଶ୍ୱର: ଏବେ ପାର୍ବଣର ମାହୋଲ । ଚାରିଆଡେ ଆନନ୍ଦ ଓ ଉଲ୍ଲାସର ବାତାବରଣ । ପୂଜାପାଠ ଠାରୁ ଆରମ୍ଭ କରି ଖାଇବା ପିଇବା ସବୁଥିରେ ସ୍ଵତନ୍ତ୍ରତାର ଝଲକ ବେଶ୍ ବାରି ହୋଇ ପଡୁଛି । ପୂଜାକୁ ନଜରରେ ରଖି ସହରର ବିଭିନ୍ନ ମିଠା ଦୋକାନ ମାନଙ୍କରେ ଭଳିକି ଭଳି ମିଠା ବିକ୍ରି ହେଉଥିବାର ନଜରକୁ…

ଓଡ଼ିଆ ଅଭିନେତ୍ରୀଙ୍କ ଶ୍ରୀମନ୍ଦିରରେ ଅବଢା ଖାଉଥିବାର ଫଟୋ ହେଲା ଭାଇରାଲ୍ !

ପୁରୀ: ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଦୃଢ ନିରାପତ୍ତା ବଳୟ ମଧ୍ୟରେ ରହିଥିଲେ ମଧ୍ୟ ରବିବାର ଦିନ ମନ୍ଦିର ପରିସରରେ ଏକ ଫଟୋ ଉଠାଯାଇଛି । ଖାଲି ସେତିକି ନୁହେଁ ଏହି ଫଟୋଟି ଏବେ ସୋସିଆଲ୍ ମିଡ଼ିଆରେ ମଧ୍ୟ ଭାଇରାଲ୍ ହେବାରେ ଲାଗିଛି । ଏହି ୧୨ଶ ଶତାବ୍ଦୀର ତଥା ଐତିହ୍ୟ…

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରବିବାର ଦିନ ୧୦ଟା ୧୫ମି.ରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପହଞ୍ଚିଛନ୍ତି । ଉପରାଷ୍ଟ୍ରପତି ‘ରାଜଦୂତ’ ନାମକ ଏକ ସ୍ୱତନ୍ତ୍ର ବିମାନରେ ଆସି ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରେ ମୁଖ୍ୟମନ୍ତ୍ରୀ ନବୀନ…

ପାଲା ଜଗତର ପ୍ରଚଣ୍ଡ ପ୍ରତିଭା: ଗାୟକ ଶିରୋମଣି ନିରଞ୍ଜନ କର

ଭୁବନେଶ୍ୱର: ପାଲା ଜଗତରେ ସର୍ବୋଚ୍ଚ ଶିଖରେ ପହଞ୍ଚିଥିବା ବ୍ୟକ୍ତି ତଥା ପାଲାକୁ ସାଧାରଣ ଲୋକଙ୍କଠାରୁ ନେଇ ବୁଦ୍ଧିଜୀବୀଙ୍କ ପାଖରେ ପହଞ୍ଚାଇଥିବା ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି ଗାୟକ ଶିରୋମଣି ନିରଞ୍ଜନ କର । ନିରଞ୍ଜନଙ୍କ ପୂର୍ବରୁ ପାଲା ଥିଲା ଅନ୍ୟ ଏକ ରୂପରେ, କିନ୍ତୁ ଗାୟକ ରତ୍ନ…

ଛତର ଯାତ୍ରାରେ ଚଳଚଞ୍ଚଳ ଭବାନୀପାଟଣା, ରକ୍ତରଞ୍ଜିତ ହେଲା ପୀଠ

ଭବାନୀପାଟଣା: ଶାରଦୀୟ ଦୁର୍ଗାପୂଜାକୁ ନେଇ ଏବେ ସାରା ରାଜ୍ୟ ଉତ୍ସବ ମୁଖର ହୋଇଉଠିଛି । ଏହି ପୂଜା ଅବସରରେ କଳାହାଣ୍ଡି ଜିଲ୍ଲାରେ ପ୍ରସିଦ୍ଧ ଛତର ଯାତ୍ରା ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ମନ୍ଦିରରେ ଆଜି ଛତର ଯାତ୍ରା ଅନୁଷ୍ଠିତ…

ଧାରାବାହିକ ଉପନ୍ୟାସ: କୁକୁର କାହାଣୀ (୨)

ମାନବୀୟ ସମ୍ପର୍କର କଥାଶିଳ୍ପୀ ମୃଣାଳ (ଡ. ମୃଣାଳ ଚାଟାର୍ଜୀ, ଜନ୍ମ ୧୯୬୧) ସାହିତ୍ୟର ବିଭିନ୍ନ ବିଭବରେ ସ୍ୱଚ୍ଛନ୍ଦ ବିଚରଣ କରନ୍ତି । ଗଳ୍ପ, ଉପନ୍ୟାସ, ନାଟକ, ନିବନ୍ଧ, ପ୍ରବନ୍ଧ, ସବୁ ଲେଖିଛନ୍ତି ସେ । ଜଣେ ସ୍ତମ୍ଭକାର ଭାବରେ ସେ ବେଶ ପରିଚିତ । ବଙ୍ଗଳା, ହିନ୍ଦୀ ଓ ଇଂରାଜୀରୁ ଓଡ଼ିଆକୁ…

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ

ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ରବିବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି । ଉପରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ: ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପ୍ରାୟ ଦିନ ୧୦ଟା ୧୫ମି.ରେ ପହଞ୍ଚିବେ ।…

ଆଜି ମା’ଙ୍କ ମହାଷ୍ଟମୀ ପୂଜା, ମହାଗୌରୀ ବେଶରେ ପୂଜା ପାଇବେ ଦେବୀ ଦୁର୍ଗା

ଭୁବନେଶ୍ୱର: ଧରାବତରଣ କରିସାରିଛନ୍ତି ମା’ ଦୁର୍ଗତିନାଶିନୀ। ଆଜି ମାଆଙ୍କର ମହାଷ୍ଟମୀ ପୂଜା । କୁହାଯାଏ ପୃଥିବୀର ସବୁ ଶକ୍ତି ଅପେକ୍ଷା ମାତୃଶକ୍ତି ଶ୍ରେଷ୍ଠ । ମା' ଦୁର୍ଗା ଏହି ମାତୃଶକ୍ତିର ପ୍ରତୀକ । ଜଗତଜନନୀ ମାଆ ଦୁର୍ଗା ପୃଥିବୀକୁ ସତ୍ୟ-ଶିବ-ସୁନ୍ଦରରେ ପରିଣତ କରିଛନ୍ତି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୬-୧୦-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ୨୦୧୯ ମସିହା ଅକ୍ଟୋବର ତା ୬ରିଖ ରବିବାର ଆଶ୍ବିନ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର:-ମେଷ ରାଶିର…