Latest Odisha News

BREAKING NEWS

ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ: ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ଆରମ୍ଭ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସମୁଦାୟ ୩ଟି ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ ଖେଳାଯିବାକୁ ଥିବାବେଳେ ବୁଧବାର ଠାରୁ ପ୍ରଥମ ଟେଷ୍ଟ ମ୍ୟାଚ୍ ଅନୁଷ୍ଠିତ ହେଉଛି। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ୱାଇଏସ୍ ରାଜଶେଖର ରେଡ୍ଡୀ ଷ୍ଟାଡିୟମ…

ଆଜିଠୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍

ଭୁବନେଶ୍ୱର: ‘ଗାନ୍ଧି ଜୟନ୍ତୀ’ ଅବସରରେ ସାରା ରାଜ୍ୟରେ ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟାଗର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି । ଏସମ୍ପର୍କରେ ଜଙ୍ଗଲ ଓ ପରିବେଶ ସଚିବ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଏହି ନୂଆ କଟକଣା ଅନୁସାରେ କୌଣସି ବ୍ୟକ୍ତି ପ୍ଲାଷ୍ଟିକ୍ ଦ୍ରବ୍ୟ ବିକ୍ରି,…

ସାମ୍ବାଦିକ ଗାନ୍ଧୀ

ସାମ୍ବାଦିକ ଗାନ୍ଧୀ ଜ୍ୟୋତିପ୍ରକାଶ ମହାପାତ୍ର ଗାନ୍ଧୀଙ୍କ ତିରୋଧାନର କିଛି ଦିନ ପରେ ଏ କଥା “ଦି ଇଣ୍ଡିଆନ୍ ଲିସନର୍’ ନାମକ ପତ୍ରିକା ଲେଖିଥିଲା । ୧୯୪୮ ମସିହା ଫେବୃଆରୀ ୨୨ ତାରିଖର ସଂସ୍କରଣରେ । ୧୯୪୭ ମସିହା ଶେଷ ଆଡ଼କୁ ସମସ୍ତେ ଅନୁରୋଧ କଲେ ଗାନ୍ଧୀଙ୍କୁ ରେଡ଼ିଓରେ…

ଗାନ୍ଧୀ କିଏ?

ଗାନ୍ଧୀ କିଏ? ଦତ୍ତାତ୍ରେୟ ନାୟକ ଗାନ୍ଧୀ କିଏ ? ପ୍ରଶ୍ନର ଉତ୍ତର ଏବେ ଅଧିକ ଗୁରୁତ୍ୱପୂର୍ଣ୍ଣ ହେଲାଣି । ଏବେକାର ନୂଆ ପିଢ଼ି ଗାନ୍ଧୀବାଦ ଓ ଗାନ୍ଧୀଙ୍କ ନୀତିକୁ ଖୋଲାଖୋଲି ଭାବେ ବିରୋଧ କଲେଣି । ତେବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ ଭାରତର ଜାତୀୟ ପିତା ବୋଲି…

କାହାଣୀ

କାହାଣୀ ସୂର୍ଯ୍ୟସ୍ନାତ ତ୍ରିପାଠୀ ଶେଷରେ, କାହାଣୀଟିଏ ହେବା ହିଁ ଥୟ ! ଏ ବସନ୍ତର ପୀଡା, ଏ କୋହର ବିନ୍ୟାସ, ଏ ଦିନ-ରାତି, ଏ ଋତୁ-ରଙ୍ଗ ଏ ସବୁ ଦିନେ ପାଲଟିବେ କରୁଣ କାହାଣୀ, ନିରର୍ଥକ କବିତାରେ ସମାଧିସ୍ଥ ହେବେ ନଈବଢି ପରେ, କେହି ଜଣେ ଲେଖିଦେବ ପଟୁର ମସୃଣ ଦେହେ ସବୁଜ…

ଆଜିଠାରୁ କାର୍ଯ୍ୟକାରୀ ହେବ ‘ମୋ ସରକାର’ : ଥାନା ଓ ଡାକ୍ତରଖାନାରୁ ଫୋନ୍ କରି ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେବାକୁ ଯାଉଛି 'ମୋ ସରକାର କାର୍ଯ୍ୟକ୍ରମ' । ମିଳିଥିବା ସୂଚନା ଅନୁସାରେ ସହୀଦ ନଗର ଥାନା ଓ କ୍ୟାପିଟାଲ ହସ୍ପିଟାଲରେ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୨-୧୦-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ୨୦୧୯ ମସିହା ଅକ୍ଟୋବର ତା ୨ରିଖ ବୁଧବାର କନ୍ୟା ୧୬ଦିନ ଅଶ୍ବିନ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଭୁକ୍ତ ପଞ୍ଚମୀ ତିଥି ବିଶାଖା ନକ୍ଷତ୍ର ବିଛା ଚନ୍ଦ୍ର ଘାତ…

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଏଥର ବିନା ଶୁଳ୍କରେ ବୁଲିପାରିବେ ଭିତରକନିକା ଜାତୀୟ ଉଦ୍ୟାନ !

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଜାତୀୟ ଉଦ୍ୟାନ 'ଭିତରକନିକା'ରେ ଏଥର ମାଗଣାରେ ପ୍ରବେଶ କରିବା ସହ ନୌକା ବିହାର କରିପାରିବେ ଛାତ୍ରଛାତ୍ରୀ । ମିଳିଥିବା ସୂଚନା ଅନୁଯାୟୀ, ପ୍ରବେଶ ଶୁଳ୍କ ସହ ନୌକା ବିହାର ପାଇଁ ଧାର୍ଯ୍ୟ କରାଯାଇଥିବା ଶୁଳ୍କ ଯୋଗୁଁ ଛାତ୍ରଛାତ୍ରୀ ମାନେ…

‘ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ’ରେ ପଦଯାତ୍ରା

ଭୁବନେଶ୍ୱର: ରାଜ୍ୟ ରକ୍ତ ସଂଚାରଣ ପରିଷଦ ପକ୍ଷରୁ ଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରୁ ମାଷ୍ଟରକ୍ୟାଣ୍ଟିନ୍ ଛକ ଦେଇ ଜୟଦେବ ଭବନ ପର୍ଯ୍ୟନ୍ତ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ରାଲିରେ ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା,…