ଆରତ ସୁରେ ବାରେ
ଆରତ ସୁରେ ବାରେ
ସୂର୍ଯ୍ୟ ଦେଓ
ଓଡ଼ିଆ ଚଳଚ୍ଚିତ୍ର ‘ଲକ୍ଷ୍ମୀ’ରୁ ପ୍ରଚ୍ଛଦପଟ୍ଟ ଗାୟକ ଭାବରେ ମହମ୍ମଦ ସିକନ୍ଦର ଆଲାମ୍ ଚଳଚ୍ଚିତ୍ର ଗାୟକ ଆରମ୍ଭ କରନ୍ତି । ଏହି ଏକମାତ୍ର ଗୀତ ଗାୟନ ପାଇଁ ତାଙ୍କୁ ମନୋନୀତ କରାଯାଇଥିଲେ ମଧ୍ୟ ସଂଯୋଗକୁ ଆଉ ଏକ ଗୀତ ମଧ୍ୟ ତାଙ୍କ କଣ୍ଠରେ ରେକର୍ଡ କରାଯାଏ ।…