ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର…