ମହିଳା ନିର୍ଯ୍ୟାତନା ରୋକିବା ନେଇ ‘ସୋଆ ଏନ୍ଏସ୍ଏସ’ର କର୍ମଶାଳା
ଭୁବନେଶ୍ୱର: ମହିଳାଙ୍କ ଉପରେ ଘଟୁଥିବା ନିର୍ଯ୍ୟାତନାକୁ ରୋକିବା ଏବଂ ସୁସ୍ଥ ଜୀବନଯାପନକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ସାଇନ୍ସେସ, ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍…