Latest Odisha News

BREAKING NEWS

ରାଉରକେଲା ସ୍ମାର୍ଟସିଟି ପ୍ରକଳ୍ପ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଉରକେଲା ସ୍ମାର୍ଟସିଟି ପ୍ରକଳ୍ପରେ ମଞ୍ଜୁର ହୋଇଥିବା ଅର୍ଥ ଖର୍ଚ୍ଚ ନହୋଇ ପଡିରହିଥିବା ଯୋଗୁଁ ଗଭୀର ଚିନ୍ତାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସହରର ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲାଗି ଉଭୟ…

ନନ୍ଦନକାନନରେ ଧଳା ବାଘ ‘ଶୁଭ୍ରାଂଶୁ’ ଅସୁସ୍ଥ

ଭୁବନେଶ୍ୱର: ସହରର ଉପକଣ୍ଠରେ ଅବସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତ କିଛି ଦିନ ଧରି ଏକ ଧଳା ବାଘ ‘ଶୁଭ୍ରାଂଶୁ’ ଅସୁସ୍ଥ ଅଛି । ବର୍ତ୍ତମାନ ସମୟରେ ତା’ର ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟୁଥିବା ନେଇ ପ୍ରାଣୀ ଉଦ୍ୟାନ ସୁତ୍ରରୁ ପ୍ରକାଶ। ଗତ ୨୦୧୪ ମସିହାରେ ଜନ୍ମଗ୍ରହଣ କରିଥିବା…

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ; ଧାନ ସଂଗ୍ରହ ନୀତିକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ୨୦୧୯-୨୦ ଆର୍ଥୀକ ବର୍ଷ ଲାଗି ଧାନ ସଂଗ୍ରହ ନୀତିକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୧ଟା ୪୫ମିରେ…

ଓମଫେଡ ଦୁଗ୍ଧ ଦର ବୃଦ୍ଧି କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଓମଫେଡ ଦୁଗ୍ଧ ଦର ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଶୁକ୍ରବାର ଠାରୁ କିଲୋପ୍ରତି ୪ ଟଙ୍କା ଅଧିକ ଦାମରେ ଏହା ଉପଲବ୍ଧ ହେବ । ତେଣୁ ପ୍ରିମିୟମ ଓ ଗୋଲ୍ଡ ପ୍ରିମିୟମ ଲିଟର୍‌ ପ୍ରତି ଆସନ୍ତାକାଲିଠାରୁ ଗ୍ରାହକଙ୍କୁ ୪୪ ଟଙ୍କା ଦେବାକୁ ପଡ଼ିବ । ଏନେଇ…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ,…

ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ ଲକ୍ଷ୍ୟରେ ଦୂତୀ ଚାନ୍ଦ…

ଦୋହା: ଭାରତର ଦ୍ରୁତତମ ମହିଳା ତଥା ଓଡ଼ିଆ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦଙ୍କୁ ନେଇ ଏବେ ଚାଲିଛି ଭାରତୀୟ କ୍ରିଡ଼ାଜଗତରେ ଚର୍ଚ୍ଚା । ଭାରତୀୟ ଆଥଲେଟ ଭାବେ ୧୦୦ ମିଟର୍ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିବା ଲକ୍ଷ୍ୟରେ ରହିଛନ୍ତି ଦୂତୀ ଚାନ୍ଦ । Speed training pic.twitter.com/zy1oBh2Yl4…

ଇଣ୍ଡୋନେସିଆରେ ଭୂକମ୍ପ, ତୀବ୍ରତା ୬.୫

ମାଲୁକ: ଇଣ୍ଡୋନେସିଆରେ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆଟୁଡେରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଭାରତୀୟ ସମୟ ଭୋର ୫ଟା ୧୬ ମିନିଟରେ ଏହା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ଥିବା ଜଣାପଡିଛି । ତେବେ ଏହି ଭୂକମ୍ପରେ କିଛି କୋଠା…

ଗାଁ ଦାଣ୍ଡରେ ବୋହୂକୁ ଘୋଷାଡି ମାଡ଼ ମାରୁଛି ଶ୍ୱଶୁର, ଭିଡିଓ ଭାଇରାଲ

ଯାଜପୁର: ପାରିବାରିକ କଳହର କରୁଣ ପରିଣତି । ଦିନ ଦି-ପହରରେ ବୋହୂର ଚୁଟି ଘୋଷାଡି ଗାଁ ଦାଣ୍ଡରେ ମାଡ଼ ମାରୁଛି ଶ୍ୱଶୁର । ଏଭଳି ଏକ ଅମାନୁଷିକ କାଣ୍ଡ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରାଇ ବ୍ଲକର ଧନେଶ୍ୱର ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ବୁଧବାର ପୂର୍ବାହ୍ନରେ ଧନେଶ୍ୱର…

ବିଜେପୁର ଉପ-ନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ଉପ-ନିର୍ବାଚନ ଲାଗି ବୁଧବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରିଛି । ଜିଲ୍ଲାର ଟାଣୁଆ କଂଗ୍ରେସ ନେତା ଦିଲ୍ଲୀପ ପଣ୍ଡାଙ୍କୁ କଂଗ୍ରେସ କରିଛି ପ୍ରାର୍ଥୀ । ଏନେଇ ଓପିସିସି ପକ୍ଷରୁ ଗଣମାଧ୍ୟମରେ ସୂଚନା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୬-୦୯-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ତା ୨୬ ରିଖ ଗୁରୁବାର କନ୍ୟା ୧୦ ଦିନ ଅଶ୍ବିନ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ ଭୁକ୍ତ ତ୍ରୟୋଦଶୀ ତିଥି ମଘା ନକ୍ଷତ୍ର ସିଂହ…