ଡ୍ରଗ୍ ମାଫିଆ ଶେଖ୍ ରାଜାର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତି କରିବ ଏସଟିଏଫ୍
ଭୁବନେଶ୍ୱର: ଓଡ଼ିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଡ୍ରଗ୍ ମାଫିଆ ଶେଖ୍ ରାଜାର ସମସ୍ତ ଡ୍ରଗ୍ କାରବାର ସମ୍ପର୍କରେ ଛାନଭିନ୍ନ କରିବା ସହିତ ସମ୍ପତ୍ତି ବାଜ୍ୟାପ୍ତି କରିବାକୁ ଯୋଜନା କରୁଛି ।
ଗଣମାଧ୍ୟମକୁ ସୂଚନା ଦେଇ ଏସଟିଏଫ୍ ଏସପି ରାହୁଲ୍ ପି ଆର୍ କହିଛନ୍ତି,…