ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…