ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତିମ ଟି-୨୦, କ୍ଲିନସୁଇପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ବେଙ୍ଗାଲୁରୁ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ରବିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ । ବିରାଟ୍ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍ ଏହି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ହାତେଇବାକୁ ପ୍ରୟାସ କରିବ ।…