କେବଳ ୩୨ ହଜାର କାଳିଆ ହିତାଧିକାରୀ ଅଯୋଗ୍ୟ: ବିଜେଡି
ଭୁବନେଶ୍ୱର: କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ଅନ୍ତର୍ଗତ କେବଳ ୩୨ ହଜାର ହିତାଧିକାରୀ ଅଯୋଗ୍ୟ ବୋଲି ବୁଧବାର ଦିନ ଶାସକ ଦଳ ବିଜେଡି ପକ୍ଷରୁ ସୂଚନା ମିଳିଛି ।
ଏହି ଯୋଜନାରେ ପ୍ରାୟ ୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀ ରହିଥିବା ନେଇ ଗତକାଲି କୃଷି ମନ୍ତ୍ରୀ…