‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ର ଶୁଭାରମ୍ଭ କଲେ ମୋଦି
ନୂଆଦିଲ୍ଲୀ: କୃଷକଙ୍କ ଜୀବନକୁ ସୁରକ୍ଷିତ କରିବା ଲାଗି ଏକ ବୃହତ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚି ଠାରେ ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିଛନ୍ତି ।
ଏହି ଯୋଜନାରେ ୬୦ ବର୍ଷ ବୟସ ଅତିକ୍ରମ କରିଥିବା ଦେଶର ପ୍ରାୟ ୫ କୋଟି…