ଏଥର ଦୁର୍ଗାପୂଜାରେ ବାଜିବନି ଡିଜେ !
ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା ଆସୁଥିବା ବେଳେ ସୁରକ୍ଷା ଦୃଷ୍ଟିକୁ ନଜରରେ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଯାଇଛି ।
ବରିଷ୍ଠ ପୋଲିସ ଅଧିକାରୀ ଓ ପୂଜା କମିଟି ସହ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକ ପରେ ଟ୍ୱିନସିଟି ପୋଲିସ କମିଶନର ସୁଧାଂଶୁ…