ଚିଦାମ୍ବରମଙ୍କୁ ଝଟକା, ଅଗ୍ରୀମ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆଇଏନଏକ୍ସ ମିଡ଼ିଆ ଦୁର୍ନିତୀ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ ଝଟକା । ତାଙ୍କ ଅଗ୍ରୀମ ଜାମିନ ଆବେଦନକୁ ଗୁରୁବାର ଦିନ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ ।
ଫଳରେ ଆଇଏନଏକ୍ସ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ…