‘ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା’ର ଅଧ୍ୟକ୍ଷ ଭାବେ ପ୍ରିୟଦର୍ଶୀ ମିଶ୍ରଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର: ରାଜ୍ୟ ଗୃହନିର୍ମାଣ ସଂସ୍ଥାର ଅଧ୍ୟକ୍ଷ ଭାବେ ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବୁଧବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ବିଜୁ ଜନତାଦଳର ଜଣେ ଟାଣୁଆ ଯୁବନେତା ଭାବେ ବେଶ୍ ପରିଚିତ ଥିବା ଶ୍ରୀ ମିଶ୍ର ପୂର୍ବରୁ…