ଜଷ୍ଟିସ ବିପି ଦାସ ‘ଓଏଚଆରସି’ ଅଧ୍ୟକ୍ଷ ଭାବେ ନିଯୁକ୍ତ
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିମଳ ପ୍ରସାଦ ଦାସ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି ।
ଏହାବ୍ୟତୀତ, ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅସୀମ ଅମିତାଭ ଦାସ କମିଶନର ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।…