ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟର ପ୍ରାୟ କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ,…