Latest Odisha News

BREAKING NEWS

ୟୁରୋପୀୟ ଦୌଡକୁଦ ଲାଗି ଦୂତୀଙ୍କୁ ମିଳିଲା ଭିସା

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଧାବକ ଦୂତୀ ଚାନ୍ଦ ଆସନ୍ତା ଅଗଷ୍ଟ ୧୩ ଓ ୧୯ ତାରିଖରେ ଆର‌୍ୟଲାଣ୍ଡ ଓ ଜର୍ମାନୀରେ ହେବାକୁ ଥିବା ଆଇଆଇଏଫ୍ ଟୁର୍ଣ୍ଣାମେଣ୍ଟ ଲାଗି ଭିସା ଆବେଦନ କରିଥିବାବେଳେ ପରିଶେଷରେ ତାଙ୍କୁ ଶନିବାର ଦିନ ଭିସା ପ୍ରଦାନ କରାଯାଇଛି । ଗତ କିଛି ଦିନ ପୂର୍ବରୁ ଓଡିଆ ଧାବିକା…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା: ଆଇଏମଡି

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ଆକଳନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଜଣେ ଅଧିକାରୀ ମଦନ ମୋହନ ଦାସ କହିଛନ୍ତି, ଶନିବାର ଦିନ…

ରାଜଧାନୀରୁ ବ୍ରାଉନସୁଗାର ଜବତ ଘଟଣାରେ ୪ ଅଟକ

ଭୁବନେଶ୍ବର : ରାଜଧାନୀରେ ବ୍ରାଉନସୁଗାର ସ୍ମଗଲିଂ ଅଭିଯୋଗରେ ଶନିବାର ଦିନ ଘଟଣାରେ ସମ୍ପୃକ୍ତି ନେଇ କ୍ୱିକ୍ ଆକ୍ସନ୍ ଟିମ୍ (କ୍ୱାଟ୍) ୪ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥ ମହାପାତ୍ର, ଗୁଣନିଧି ବାରିକ, ତୈଦୁର, ପରେଶ ସେଠୀ। ସେମାନଙ୍କ ଠାରୁ ପାଖାପାଖି ୨୪.୬…

ବିଶିଷ୍ଟ ସମାଜସେବୀ ଧନେଶ୍ୱର ସାହୁଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ଧନେଶ୍ୱର ସାହୁଙ୍କ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଠାରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିବା ନେଇ ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ଫଳରେ ତାଙ୍କୁ…

ମୁମ୍ବାଇ ବର୍ଷା: ଆଶିଂକ ବାତିଲ ହେଲା ବିଶାଖାପାଟଣା-ଏଲଟିଟି ଏକ୍ସପ୍ରେସ

ଭୁବନେଶ୍ୱର: ମୁମ୍ବାଇରେ ପ୍ରବଳ ବର୍ଷା ଲାଗି ରହିଥିବା ଯୋଗୁଁ କେତେକ ରେଳ ଟ୍ରାକ୍ ଉପରେ ପାଣି ଚାଲୁଥିବାବଳେ ବମ୍ବେ-ପୁଣେ ରୁଟରେ ମାଟି ଅତଡା ଧସି ପଡିଛି । ଯାହାଫଳରେ ମୁମ୍ବାଇରୁ ଛାଡ଼ିବାକୁଥିବା କୋଣାର୍କ ଏକ୍ସପ୍ରେସକୁ ଡାଇଭର୍ଟ ଓ ବିଶାଖାପାଟଣାରୁ (ବିଶାଖାପାଟଣା-ଏଲଟିଟି)…

ମୟୂରଭଞ୍ଜରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ: ରାଜ୍ୟରେ ହାତୀଙ୍କ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଫରେଷ୍ଟ ଡିଭିଜନ୍ ନିକଟରେ କିଛି ହାତୀପଲ ପଶି ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଷୁଢିଆଣୀ ଫରେଷ୍ଟ ଡିଭିଜନ୍ ଅନ୍ତର୍ଗତ ଗ୍ରାମଗୁଡିକରେ ଗତକାଲି ରାତିରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା୧୦-୦୮-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ତା ୧୦ ରିଖ ଶନିବାର କର୍କଟ ୨୫ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଦଶମୀ ଭୁକ୍ତ ଏକାଦଶୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ବୃଷ ସିଂହ…

ଲେଖକ ଗଣେଶ୍ୱର ମିଶ୍ରଙ୍କ ସଂଗୃହିତ ସାହିତ୍ୟ କୃତିର ୪ର୍ଥ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର: ପ୍ରଥିତଯଶା ଲେଖକ ଗଣେଶ୍ୱର ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବରସରେ ଶୁକ୍ରବାର ଦିନ ତାଙ୍କର ସଂଗୃହିିତ ସାହିତ୍ୟ କୃତିର ୪ର୍ଥ ସଂସ୍କରଣ ଉନ୍ମୋଚିତ ହୋଇଛି । ରାଜଧାନୀର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ‘ସତୀର୍ଥ’ ପକ୍ଷରୁ ୟୁନିଟ ୯ ବୁଦ୍ଧମନ୍ଦିରଠାରେ ଅନୁଷ୍ଠିତ ଏକ…

ଏଟିଏମ ନଭାଙ୍ଗି ଲୁଟିନେଲେ ୨୦ ଲକ୍ଷ ଟଙ୍କା

ଭଦ୍ରକ: ଭଦ୍ରକ ବାସୁଦେବପୁର ଥାନା ବେତାଡ଼ବଜାର ସ୍ଥିତ ଏସବିଆଇ ଏଟିଏମରୁ ୨୦.୬୪ ଲକ୍ଷ୍ୟ ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି । ଏଟିଏମର କୌଣସି କ୍ଷତି ନହୋଇ ଏତେ ଗୁଡ଼ାଏ ଟଙ୍କା କିଏ ଓ କେମିତି ଲୁଟ କଲା ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ଏନେଇ 'ପ୍ରାଇଭେଟ କ୍ୟାସ…

ଅରୁଣ ଜେଟଲୀ ଅସୁସ୍ଥ, ଏମ୍ସ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିÂ ବିଜେପି ନେତା ଅରୁଣ ଜେଟଲୀ ଅସୁସ୍ଥ ହୋଇ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ସେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ଜେଟଲୀଙ୍କ୍ୁ ହସ୍ପିଟାଲର…