ଘଡଘଡି ସହ ବର୍ଷା ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…