ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପାନ-ଗୁଟଖା ମନା, ଧରାପଡ଼ିଲେ ୫୦୦ ଟଙ୍କା ଜୋରିମାନା
ପୁରୀ: ଏବେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ମଧ୍ୟ କୌଣସି ବ୍ୟକ୍ତି ଯଦି ପାନ ବା ଗୁଟଖା ଖାଉଥିବାର ଧରାପଡ଼ନ୍ତି ତେବେ ସେମାନଙ୍କୁ ଦଣ୍ଡିତ ହେବାକୁ ପଡ଼ିବ ।
ପୁରୀ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ବୈଠକରେ ଏହି…