ଦ୍ରୋଣାଚାର୍ଯ୍ୟ ବିଜୟୀ ବ୍ରଜଭୂଷଣଙ୍କୁ ‘ଓସଜା’ ପୁରସ୍କାର
ଭୁବନେଶ୍ୱର: ଭାରତୀୟ ବକ୍ସିଂ ଦୁନିଆର ଅନ୍ୟତମ ସଫଳ କୋଚ୍ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ବ୍ରଜଭୂଷଣ ମହାନ୍ତି ଏବଂ ଭାରତୀୟ ହକି ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଅମିତ ରୋହିଦାସଙ୍କୁ ଶନିବାର ସ୍ଥାନୀୟ କ୍ରାଉନ୍ ହୋଟେଲରେ ଅନୁଷ୍ଠିତ ଏକ ଭବ୍ୟ ଉତ୍ସବରେ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘର…