ଷୋଡ଼ଶ ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଫନି ବାତ୍ୟା ମୁକାବିଲା ଲାଗି ସରକାରଙ୍କୁ ପ୍ରଶଂସା
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ । ବିଧାନସଭାର ଏହି ଅଧିବେଶନ ୨ଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏଁ ଚାଲିବ ବୋଲି ସୂଚନା ମିଳିଛି । ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ସରକାର ପ୍ରଥମ ଦିନରୁ ହିଁ ତାଙ୍କର ପ୍ରତିଶ୍ରୁତି ପୂରଣ କରିବା ଲାଗି…