ଜାଣନ୍ତୁ, ରାଜ୍ୟର କେଉଁ ସ୍ଥାନରେ ହେବ ପ୍ରବଳ ବର୍ଷା…
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ଏହା ସହିତ ଅନେକ ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି ।
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ…