Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶିଫଳ ତା ୧୯-୦୬-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୧୯ ରିଖ ବୁଧବାର ମିଥୁନ ୦୫ ଦିନ ଆଷାଢ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ…

ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବ ଭୁବନେଶ୍ୱର ଏମ୍ସ

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ ଯୋଜନା ଅନ୍ତର୍ଗତ ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନଥିବା ରୋଗୀଙ୍କୁ ଉନ୍ନତ ମାନର ସେବା ଯୋଗାଇ ଦେବା ପାଇଁ ଭୁବନେଶ୍ୱର ସ୍ଥିତ ଏମ୍ସ ସହ ଓଡିଶା ସରକାର ମଙ୍ଗଳବାର ଏମଓୟୁ ଚୁକ୍ତି ସ୍ୱାକ୍ଷର କରିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ସେକ୍ରେଟାରୀ ପ୍ରମୋଦ…

ବାଲେଶ୍ୱରରୁ ଜବତ ହେଲା ୧ କୋଟି ଟଙ୍କା ମୂଲ୍ୟର ବ୍ରାଉନ ସୁଗାର, ୪ ଅଟକ

ବାଲେଶ୍ୱର : ବାଲେଶ୍ୱରରେ ସହଦେବଖୁଣ୍ଟା ପୋଲିସ ଓ ଅବକାରୀ ବିଭାଗ ମିଳିତ ଉଦ୍ୟମରେ ଚଢାଉ କରି ମଙ୍ଗଳବାର ଦିନ ପ୍ରାୟ ୧ କୋଟି ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିଛି । ଏଥିସହିତ ଘଟଣାରେ ସମ୍ପୃକ୍ତି ନେଇ ୪ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଶେଖ୍ ମକସୁଦ୍ (୩୫),…

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇବ । ରାଜ୍ୟ ସଚିବାଳୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ପରୀକ୍ଷା ଫଳ ଘୋଷଣା କରାଯିବ । ଚଳିତ ବର୍ଷ ପାଖାପାଖି ୨୫,୭୩୧ ଜଣ ଛାତ୍ରଛାତ୍ରୀ…

ଦୃଷ୍ଟି

ଦୃଷ୍ଟି ପ୍ରଜ୍ଞା ପାରମିତା ରଥ ଗାଡ଼ି ଆଗକୁ ଚାଲିଲା ବେଳେ ବାହାରର ଗଛ ଲତା ରାସ୍ତା ସବୁ ପଛକୁ ଦୌଡ଼ିଲା ପରି ଲାଗେ, ଭିଡ଼ିକି ଧରି ରଖି ହୁଏନି, ଧରି ରଖି ହୁଏନି ବି ମନକୁ ଗାଡ଼ି ସହ ତାଳ ଦେଇ ଅତୀତର ଅରମା ଇଲାକା ଆଡେ଼ ଦୌଡ଼ିଲା ବେଳେ । ୱିଣ୍ଡୋ କାଚକୁ ଲାଗି ମୁଁ ବସିଥିଲି ପବନରେ…

ଜମ୍ମୁ-କାଶ୍ମୀର: ଆତଙ୍କବାଦୀ ଆକ୍ରମଣରେ ସହିଦ ହେଲେ ଓଡିଆ ଯବାନ

ଭୁବନେଶ୍ୱର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ଜଣେ ଓଡିଆ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ନାମ ଅଜିତ ସାହୁ ଏବଂ ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ଅନ୍ତର୍ଗତ…

କାଳବୈଶାଖୀ ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ,…

ବିଜେପି ସାଂସଦ ଓମ୍ ବିର୍ଲା ହେବେ ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ : ବିଜେପି ସାଂସଦ ଓମ୍ ବିର୍ଲା ସପ୍ତଦଶ ଲୋକସଭାର ଆଗାମୀ ବାଚସ୍ପତି ହୋଇପାରନ୍ତି ବୋଲି ସୂଚନା ମିଳିଛି । ଶ୍ରୀଯୁକ୍ତ ବିର୍ଲା ରାଜସ୍ଥାନର କୋଟାରୁ ୨ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ଏହାବ୍ୟତୀତ ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅତି ଘନିଷ୍ଠ ବୋଲି ସୁତ୍ରରୁ…

ମଧ୍ୟାହ୍ନର ମେଘ

ମଧ୍ୟାହ୍ନର ମେଘ ପ୍ରତାପ ବିଶ୍ୱାଳ ତାକୁ ଆଉ କିଛି ପଚାରନ୍ତୁ ନାହିଁ । ନୀରବତା ଏବେ ତାର ଅବଲମ୍ବନ । ମୌନତା ଶିଖି ନେଇଛି ସେ କେଉଁ ପାହାଡ଼ଠାରୁ । ନିଜେ ସେ ଭାଂଗି ଦେଇଛି ତା ବାଇଚଢେ଼ଇର ବସା । ସଂପର୍କ ଫେଣାର ଟୋପି ଟୋପି ସାଇତା ମହୁ ଆଜି ଶୂନ୍ୟ । ଜୀବନ ଲାଗୁଛି ଖାଁ-ଖାଁ । ଆଉ କାହାକୁ…

ଆଜିଠୁ ଅଲାରନାଥଙ୍କ ଦର୍ଶନ ଆରମ୍ଭ

ବ୍ରହ୍ମଗିରି : ପୁରୀସ୍ଥିତ ବ୍ରହ୍ମଗିରିର ଅଲାରନାଥ ପୀଠରେ ମଙ୍ଗଳବାର ଦିନଠାରୁ ଦର୍ଶନ ଆରମ୍ଭ ହୋଇଛି । ଫଳରେ ଏହି ଭଗବାନଙ୍କ ଅଶସର ଦର୍ଶନ ପାଇଁ ଭକ୍ତଙ୍କ ଗହଳୀ ଜମିବାରେ ଲାଗିଛି । ସୋମବାର ଦିନ ଆୟୋଜିତ ହୋଇଥିବା ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧା ମୂର୍ତ୍ତି ଅତ୍ୟଧିକ ଗାଧୋଇବା ଫଳରେ…