ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ଗୃହ ପୁନଃନିର୍ମାଣ ଲାଗି ୭କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରଳୟଙ୍କରୀ ବାତ୍ୟା ଫନୀ ପ୍ରଭାବରେ ପୁରୀରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଗୃହ ଗୁଡ଼ିକର ପୁନଃନର୍ମାଣ ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଆଜି ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନାଦିଆଯାଇଛି ଯେ,…