ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୭ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୧୭…