ବାଲେଶ୍ୱର: ଦନ୍ତା ହାତୀ ମୃତ୍ୟୁ ଘଟଣାରେ ୨ ବନ କର୍ମଚାରୀ ନିଲମ୍ବିତ
ବାଲେଶ୍ୱର : ବାଲେଶ୍ୱର ସ୍ଥିତ କୁଲଡିହା ଅଭୟାରଣ୍ୟରେ ଦନ୍ତା ହାତୀ ମୃତ୍ୟୁ ଘଟଣାରେ ଶୁକ୍ରବାର ଦିନ ବନଖଣ୍ଡ ଅଧିକାରୀ (ଡିଏଫଓ) କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ୨ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ।
ନିଲମ୍ବିତଙ୍କ ମଧ୍ୟରେ କୁଲଡିହାର ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ରହିଛନ୍ତି ।…