ପଟାଟୋ ଲଲିପପ୍
ପଟାଟୋ ଲଲିପପ୍
ଆବଶ୍ୟକ
ଆଳୁ, ମଇଦା, ପିଆଜ, ଧନିଆ ପତ୍ର, ନାଲି ଲଙ୍କାଗୁଣ୍ଡ, ଅଦା-ରସୁଣ ବଟା, ଆମଚୁର, ଧନିଆ ପାଉଡ଼ର, ଗରମ ମସଲା ଓ ପାଉଁରୁଟି ଗୁଣ୍ଡ
ପ୍ରସ୍ତୁତି ପ୍ରଣାଳୀ
ଗୋଟିଏ ପାତ୍ରରେ ୩ଟା ସିଝା ଆଳୁ ଚକଟି ଦିଅନ୍ତୁ । ସେଥିରେ ଛୋଟ ଚାମଚ ଅଦା-ରସୁଣ ବଟା, ଟିକ୍ଟିକ୍ କଟା…