ଗୁମର ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଧର୍ମାନ୍ତରୀକରଣକୁ ନେଇ କ’ଣ କହିଲେ ଜାଣନ୍ତୁ…
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବଳପୂର୍ବକ ଧର୍ମାନ୍ତରୀକରଣ ବିରୋଧରେ କଡ଼ା ଭାବେ ସ୍ୱର ଉତ୍ତୋଳନ କରିଛନ୍ତି । ସେ କହିଛନ୍ତି, ଏପରି କାର୍ଯ୍ୟ ଦେଶର ଆଇନକୁ ବିରୁଦ୍ଧାଚରଣ କରୁଛି ।
ଏସମ୍ପର୍କରେ ‘ଦ ପ୍ରିଣ୍ଟ’ ନାମକ ଏକ ନ୍ୟୁଜ ପୋର୍ଟାଲକୁ…