Latest Odisha News

BREAKING NEWS

ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’: ଉଡ଼ିଗଲା ଶ୍ରୀମନ୍ଦିର ପତିତପାବନ ବାନା !

ପୁରୀ: କିଛି ଘଣ୍ଟାର ବ୍ୟବଧାନ ପରେ ଓଡ଼ିଶା ଉପକୂଳ ଛୁଇଁବ ଭୟଙ୍କର ସାମୁଦ୍ରିକ ଝଡ଼ ଫନି । ବାତ୍ୟା ଫନିକୁ ନେଇ ସମଗ୍ର ରାଜ୍ୟ ଆତଙ୍କିତ ଅବସ୍ଥାରେ ରହିଥିବା ବେଳେ ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଉପରେ ଉଡୁଥିବା ପତିତପାବନ ବାନା ଗୁରୁବାର ସକାଳୁ କେଉଁଆଡ଼େ ଉଡ଼ିଯାଇଥିବାର…

ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’: ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ୧୦୩ଟି ଟ୍ରେନ ଚଳାଚଳ ବାତିଲ୍

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’ର ପ୍ରଭାବକୁ ଦୃଷ୍ଟିରେ ରଖି ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ କେତେକ ଟ୍ରେନର ଚଳାଚଳ ବାତିଲ୍ କରିଯାଇଛି । ଇଷ୍ଟକୋଷ୍ଟ ରେଳବାଇ ପକ୍ଷରୁ ଇତିମଧ୍ୟରେ ୧୦୩ ଟି ଟ୍ରେନକୁ ବାତିଲ୍ କରାଯାଇଥିବାର ଘୋଷଣା ହୋଇଛି । ରେଳ କର୍ତ୍ତୃପକ୍ଷ ଜଣାଇ…

ପୁରୀରେ ପର୍ଯ୍ୟଟକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ଜାରି, ପୂର୍ବତଟ ରେଲୱେ ପକ୍ଷରୁ ୩ଟି ସ୍ୱତନ୍ତ୍ର ଟ୍ରେନ୍ ପ୍ରସ୍ତୁତ

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ଅତି ଭୟଙ୍କର ରୂପ ନେଇ ଓଡିଶା ଉପକୂଳ ନିକଟବର୍ତ୍ତି ହେଉଥିବାବେଳେ ପୂର୍ବତଟ ରେଳବାଇ ପକ୍ଷରୁ ପୁରୀରେ ଥିବା ପର‌୍ୟ୍ୟଟକ ଓ ଯାତ୍ରୀମାନଙ୍କ ପାଇଁ ଆଉ ୩ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ବ୍ୟବସ୍ଥା କରାଯାଇଛି। ୧ମ ସ୍ୱତନ୍ତ୍ର ଟ୍ରେନଟି ମଧ୍ୟାହ୍ନ ୧୨ଟାରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୦୨-୦୫-୨୦୧୯ ଗୁରୁବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୨ ଗୁରୁବାର ମେଷ ୧୯ ଦିନ ବୈଶାଖ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥି ଉତ୍ତର ଭାଦ୍ର ପଦ ନକ୍ଷତ୍ର ମୀନ ଚନ୍ଦ୍ର ତୁଳା ଓ କୁମ୍ଭ ରାଶିର ଘାତ…

ମୁଣ୍ଡ ନୁଆଁଇଲା ଚୀନ, ମାସୁଦ ଆଝାର ଘୋଷିତ ହେଲା ଆନ୍ତର୍ଜାତିକ ଆତଙ୍କବାଦୀ

ନୂଆଦିଲ୍ଲୀ: ଭାରତର ଏକ ବିରାଟ କୂଟନୈତିକ ବିଜୟ ହାସଲ ହୋଇଛି । ଅନ୍ତର୍ଜାତୀୟ ସ୍ତରରେ ଭାରତକୁ ମିଳିଛି ଏମ ବଡ଼ ସଫଳତା । ପୁଲୱାମା ମାଷ୍ଟର ମାଇଣ୍ଡ ମାସୁଦ ଆଝାର ବୁଧବାର ଦିନ ଆନ୍ତର୍ଜାତିକ ଆନ୍ତଙ୍କବାଦୀ ରୂପେ ଘୋଷିତ ହୋଇଛି । ପାକିସ୍ତାନରେ ରହି ବର୍ବରୋଚିତ ଆକ୍ରମଣ କରୁଥିବା ମାସୁଦ…

ଭୟଙ୍କର ଝଡ଼ ଲାଗି ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ନିରାପଦ ସ୍ଥାନରେ ୮ ଲକ୍ଷ ଲୋକ ହେବେ ସ୍ତାନାନ୍ତରିତ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ସଚିବାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ବାତ୍ୟା ଫନିର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ସମସ୍ତ ପ୍ରଭାବିତ ଅଞ୍ଚଳର ୮…

ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’: ଉପକୂଳରେ ୫ଟି ତଟରକ୍ଷୀ ବାହିନୀ ଜାହାଜ ସଜାଗ

ଭୁବନେଶ୍ୱର: ଅତି ଭୟଙ୍କର ସାମୁଦ୍ରିକ ଝଡ ଫନୀ ବୁଧବାର ସକାଳ ୫.୩୦ ସୁଦ୍ଧା ପୁରୀର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୬୮୦ କିଲୋମିଟର ଦୂରରେ ଓ ବିଶାଖାପାଟଣାଠାରୁ ୪୩୦ କିଲୋମିଟର ଦୂରରେ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ରହିଛି । ପୂର୍ବ ନୌସେନା କମାଣ (ଇଏନସି) ଝଡର ଗତିବିଧି ଉପରେ ତୀକ୍ଷ୍ନ ନଜର…

ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’: ପ୍ରଥମ ପର୍ଯ୍ୟାୟରେ ୭୪ଟି ଟ୍ରେନ ଚଳାଚଳ ବାତିଲ୍

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’ର ପ୍ରଭାବକୁ ଦୃଷ୍ଟିରେ ରଖି ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ କେତେକ ଟ୍ରେନର ଚଳାଚଳ ବାତିଲ୍ କରିଯାଇଛି । ମେ ୨ ତାରିଖ ସନ୍ଧ୍ୟାରୁ ଭଦ୍ରକ ଓ ବିଶାଖାପାଟଣା ମଧ୍ୟରେ ଚଳାଚଳ ହେବାକୁ ଥିବା ଟ୍ରେନ ଗୁଡ଼ିକ ବାତିଲ ହୋଇପାରେ । ତେବେ…

ଗୋପାଳପୁର ଓ ଚାନ୍ଦବାଲି ଦେଇ ମେ’ ୩ରେ ଅତିକ୍ରମ କରିବ ସାମୁଦ୍ରିକ ଝଡ ‘ଫନି’

ଭୁବନେଶ୍ୱର : ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମରେ ସୃଷ୍ଟ ଅତି ଭୟଙ୍କର ସାମୁଦ୍ରିକ ଝଡ ଫନି ଧିରେଧିରେ ଓଡିଶା ନିକଟତର ହେବାରେ ଲାଗିଛି । ଏହା ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୪ କିମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ବୁଧବାର ସକାଳ ୮.୩୦ ସୁଦ୍ଧା ୧୪.୧ ଡିଗ୍ରୀ ଉତ୍ତର ଅକ୍ଷାଂଶ…

ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ଭୁବନେଶ୍ୱର ଉପକଣ୍ଠସ୍ଥ ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’ ମେ’ ୨ ତାରିଖରୁ ୪ ତାରିଖ ଯାଏଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ । ମିଳିଥିବା ସୂଚନାନୁଯାୟୀ ଚିଡିଆଖାନାର ପଶୁପକ୍ଷୀ, ଜୀବଜନ୍ତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଲାଗି ନନ୍ଦନକାନନ…