Latest Odisha News

BREAKING NEWS

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାରେ ହେବ ୪୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୋଟ ୪୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ହେବାକୁ ଯାଉଛି । ରବିବାର ସନ୍ଧ୍ୟାରେ ଏଥିଲାଗି ନିର୍ବାଚନ ପ୍ରଚାର ସମାପ୍ତ ହୋଇଛି । ଏହି ପଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ । ସେହି…

କଂଗ୍ରେସ ମୁଖ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଉପରେ ଆକ୍ରମଣ, ୬ ଆହତ

କେନ୍ଦୁଝର: ରାଜ୍ୟରେ ୨ଟି ପର୍ଯ୍ୟାୟ ଭୋଟଗ୍ରହଣ ସରି ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ଥିବା ବେଳେ ନିର୍ବାଚନ ହିଂସାକାଣ୍ଡ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ତଥା ଘସିପୁରା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଉପରେ…

ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ କାର ଉପରକୁ ବୋମାମାଡ଼

ଭୁବନେଶ୍ୱର: ଭୁବନେଶ୍ୱର (ମଧ୍ୟ) ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ବୋମାମାଡ଼ ଦ୍ୱାରା ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଶ୍ରୀ ପ୍ରଧାନ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ, ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର…

ବିଜେଡ଼ି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର (ମଧ୍ୟ) ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରେ ବୋମାମାଡ଼ ଦ୍ୱାରା ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଶ୍ରୀ ଜେନାଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଥିବା ବେଳେ ଚିକିତ୍ସା ନିମନ୍ତେ ତୁରନ୍ତ ତାଙ୍କୁ କ୍ୟାପିଟାଲ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୨୨-୦୪-୨୦୧୯ ସୋମବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅପ୍ରେଲ ମାସ ତା ୨୨ ସୋମବାର ମେଷ ୯ ଦିନ ବୈଶାଖ ମାସ କୃଷ୍ଣ ପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ମିଥୁନ…

ଶ୍ରୀଲଙ୍କା ନରସଂହାର: ୩ ଭାରତୀୟଙ୍କ ସମେତ ୨୦୭ ଜଣଙ୍କ ମୃତ୍ୟୁ

କଲମ୍ବୋ: ଶ୍ରୀଲଙ୍କାରେ ଘଟିତ ସିରିଏଲ ବୋମା ବିସ୍ଫୋରଣରେ ୩ ଭାରତୀୟଙ୍କ ସମେତ ଏପର୍ଯ୍ୟନ୍ତ ସମୁଦାୟ ୨୦୭ ଜଣ ନୀରିହ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଥିବା କଲମ୍ବୋ ପୋଲିସ ସୂତ୍ରରୁ ପ୍ରକାଶ । Indian High Commission in Colombo has conveyed that National Hospital has informed…

ଏସୀୟ ଚାମ୍ପିୟନସିପ: ଭାରୋତ୍ତଳନରେ ଓଡ଼ିଶାର ଝିଲ୍ଲୀଙ୍କୁ ରୌପ୍ୟ, ଦୂତୀଙ୍କ ନୂଆ ଜାତୀୟ ରେକର୍ଡ଼

ଦୋହା: ଚୀନର ନିଗବୋଠାରେ ଅନୁଷ୍ଠିତ ହେଉଥିବା ଏସୀୟ ଭାରୋତ୍ତଳନ ଚାମ୍ପିୟନସିପରେ ଓଡ଼ିଆ କ୍ରୀଡ଼ାବିତ ଝିଲ୍ଲୀ ବେହେରା ଭାରତ ଲାଗି ରୌପ୍ୟ ପଦକ ହାସଲ କରିଥିବା ବେଳେ ଦୋହାରେ ଚାଲିଥିବା ୨୩ତମ ଏସୀୟ ଆଥଲେଟିକ୍ସ ଚାମ୍ପିୟନସିପରେ ୧୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଦୂତୀ ଚାନ୍ଦ ନୂଆ ଜାତୀୟ…

୩ୟ ପର୍ଯ୍ୟାୟ ନିର୍ବାଚନ: ଇଭିଏମ୍ ସହ ଭୋଟଦାନ କେନ୍ଦ୍ରକୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର : ଓଡିଶାରେ ମଙ୍ଗଳବାର ଦିନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଇଭିଏମ୍, ଭିଭିପିଏଟି ନେଇ ପୋଲିଂ ପାର୍ଟିମାନେ ନିଜ ନିଜର ବୁଥ୍ ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୫ଟି ବିଧାନସଭା କ୍ଷେତ୍ର ଲାଗି ଇଭିଏମ୍, ଭିଭିପିଏଟି…

ଶ୍ରୀଲଙ୍କା ବୋମା ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି

କଲମ୍ବୋ : ଶ୍ରୀଲଙ୍କାରେ ରବିବାର ଦିନ ଖ୍ରୀଷ୍ଟିୟାନ ସମ୍ପ୍ରଦାୟର ଲୋକମାନେ ଇଷ୍ଟର୍ ପର୍ବ ପାଳନ କରୁଥିବା ବେଳେ ପ୍ରାୟ ୬ଟି ସ୍ଥାନରେ ବୋମା ବିସ୍ଫୋରଣ ହୋଇଥିବାବେଳେ ଆଉ ୨ଟି ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ ଘଟିଥିବା ନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ମିଳିଥିବା…

କୋରାପୁଟ: ଖଟିଆରେ ବୁହା ହେଲେ ଗର୍ଭବତୀ

କୋରାପୁଟ : କୋରାପୁଟ ଜିଲ୍ଲା ପିପଲପଦର ପଞ୍ଚାୟତ ଅନ୍ତର୍ଗତ ଭାଗମାରି ଗ୍ରାମରେ ଜଣେ ଗର୍ଭବତୀ ମହିଳାଙ୍କୁ ଅତ୍ୟନ୍ତ ବିପଦଜନକ ଭାବେ ପ୍ରାୟ ୫କିମି. ଖଟିଆରେ ବୁହାଇ ନେବା ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ନିମାଇ ମଣ୍ଡିଗା ନାମକ ଜଣେ ଆସନ୍ନ ପ୍ରସବାଙ୍କ ଗର୍ଭ…