Latest Odisha News

BREAKING NEWS

କଳାହାଣ୍ଡିରେ ମହିଳାଙ୍କୁ ଦଳିଦେଲା ଦନ୍ତା ହାତୀ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ଶ୍ରୀପାଳି ଗ୍ରାମ ନିକଟସ୍ଥ ଏକ ଜଙ୍ଗଲରେ ଜଣେ ମହିଳାଙ୍କୁ ହାତୀ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ନାମ ବନିତା ପୋଢ଼ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ମହିଳା ଜଣକ ତାଙ୍କ ଛୋଟ…

ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ବିରୋଧରେ ମହିଳାଙ୍କ ବ୍ୟଭିଚାର ଅଭିଯୋଗ ନେଇ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ବିରୋଧରେ ଶନିବାର ଦିନ ଜଣେ ୩୫ ବର୍ଷୀୟା ମହିଳା ବ୍ୟଭିଚାର ଅଭିଯୋଗ ଆଣିଛନ୍ତି । ଏହି ପୂର୍ବତନ ଜୁନିୟର କୋର୍ଟ ଆସିଷ୍ଟାଣ୍ଟ ଜଣକ ଶୁକ୍ରବାର ଦିନ ୨୨ଜଣ ବିଚାରପତିଙ୍କ ନିକଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି । ଏହି…

ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି…

ପଶ୍ଚିମ ଓଡିଶାର ୩ଟି ଜିଲ୍ଲାରେ ଆଜି ନବୀନଙ୍କ ହାଇଭୋଲଟେଜ୍ ପ୍ରଚାର

ଭୁବନେଶ୍ୱର : ଓଡିଶାର ୩ୟ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ଲାଗି ହେବାକୁ ଥିବା ନିର୍ବାଚନର ପ୍ରଚାର ଅଭିଯାନ ରବିବାର ସନ୍ଧ୍ୟାରେ ସମାପ୍ତ ହେବାକୁ ଯାଉଛି । ଏହି ଅବସରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ପଶ୍ଚିମ ଓଡିଶାର ୩ଟି…

ଝାଡ଼ଖଣ୍ଡରେ ଭୂମିକମ୍ପ, ଓଡ଼ିଶାରେ ସାମାନ୍ୟ ଝଟକା

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଶନିବାର ଦିନ ସକାଳେ ମୃଦୁ ଭୂମିକମ୍ପ ଅନୂଭୁତ ହେବାପରେ ଏହି ଅଞ୍ଚଳରେ ଲୋକେ କିଛି ସମୟ ଲାଗି ଆତଙ୍କିତ ହୋଇ ଉଠିଥିଲେ । ମିଳିଥିବା ସୂଚନାନୁଯାୟୀ, ଓଡ଼ିଶାର ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡରେ ସକାଳ ୬ଟା ୨୦ ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି ।…

ଆରପାରିରେ ବରିଷ୍ଠ ବିଜେଡି ନେତା ବେଦ ପ୍ରକାଶ ଅଗ୍ରୱାଲ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଚିକିତ୍ସାଧିନ ଅବସ୍ଥାରେ ଶନିବାର ଦିନ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ପ୍ରାପ୍ତ ସୂଚନାନୁଯାୟୀ ଜଣେ ପୋଖତ ରାଜନୈତିଜ୍ଞ ତଥା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୨୦-୦୪-୨୦୧୯ ଶନିବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅପ୍ରେଲ ମାସ ତା୨୦ ତାରିଖ ଶନିବାର ମେଷ ୭ ଦିନ ବୈଶାଖ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର ବୃଷ,ସିଂହ,କନ୍ୟା…

ସପ୍ତାହକ ପରେ ପୁଣି ଲେଉଟିବ ତାତି !

ଭୁବନେଶ୍ୱର: ଓଡ଼ିଶାରେ ଗତ ୪୮ ଘଣ୍ଟା ମଧ୍ୟରେ ପାଣିପାଗରେ ପରିବର୍ତ୍ତନ ଘଟି ତାପମାତ୍ରା ଯଥେଷ୍ଟ ଭାବେ ହ୍ରାସ ପାଇଛି । ମାତ୍ର ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ଗୋଟିଏ ସପ୍ତାହ ପରେ ତାପମାତ୍ରା ବୃଦ୍ଧି ଘଟିବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ଭାଷଣ ଦେଉଥିଲା ବେଳେ ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା, ଭାଇରାଲ୍ ହେଲା ଭିଡ଼ିଓ…

ଗାନ୍ଧୀନଗର: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଶୁକ୍ରବାର ଦିନ ଏକ ସଭାରେ ଭାଷଣ ଦେଉଥିଲା ବେଳେ ଜଣେ ବ୍ୟକ୍ତି ତାଙ୍କୁ ଚାପୁଡ଼ା ମାରିଥିଲେ । ଏହି ଦୃଶ୍ୟର ଭିଡ଼ିଓ କ୍ଲିପ୍ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବାରେ ଲାଗିଛି । #WATCH Congress leader Hardik Patel slapped during a…

ଉପକୂଳ ରାଜପଥ ନିର୍ମାଣ ପ୍ରକଳ୍ପ ନେଇ କେନ୍ଦ୍ରକୁ ବର୍ଷିଲେ ନବୀନ

ବାଣପୁର: ଓଡ଼ିଶାରେ ଉପକୂଳ ରାଜପଥ ନିର୍ମାଣ ନେଇ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି । ଉପକୂଳ ରାଜପଥ ନିର୍ମାଣ ସମ୍ପର୍କରେ ନବୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି କହିଛନ୍ତି, କେନ୍ଦ୍ର ଚାହୁଁଛି ଲକ୍ଷ ଲକ୍ଷ ଲୋକଙ୍କ ପୁରୁଣା ଘରକୁ…