କଂଗ୍ରେସ ଛାଡି ଶିବସେନାରେ ମିଶିଲେ ପ୍ରିୟଙ୍କା
ନୂଆଦିଲ୍ଲୀ : କଂଗ୍ରେସ ପ୍ରବକ୍ତା ପ୍ରିୟଙ୍କା ଚର୍ତୁବେଦୀ ଦଳରୁ ଇସ୍ତଫା ପ୍ରଦାନ କରିବା ସହ ଶୁକ୍ରବାର ଦିନ ଶିବସେନାରେ ସାମିଲ ହୋଇଛନ୍ତି ।
ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ ପ୍ରେସ୍ କନଫରେନ୍ସରେ ଯୋଗ ଦେବାକୁ ଯାଇଥିବା ପ୍ରିୟଙ୍କା ପରବର୍ତ୍ତୀ ସମୟରେ ତାଙ୍କ ଦଳର କିଛି କର୍ମୀଙ୍କ…