ଗଞ୍ଜାମରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ମୃତ
ଭଞ୍ଜନଗର/ସୋରଡା : ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ବୁଧବାର ରାତିରେ ୨ ବିଜେପି କର୍ମୀଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।
ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳ ଗ୍ରାମରେ ସଦାନନ୍ଦ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ କେହି ଦୁବୃର୍ତ୍ତ ରାଜନୈତିକ…