ମାଉସୀ ମା’ ମନ୍ଦିର ପହଞ୍ଚି ପାରିଲାନି ରୁକୁଣା ରଥ, ଆଜି ମଧ୍ୟ ଟାଣୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ୱର : ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଅଶୋକାଷ୍ଟମୀ ଅବସରରେ ରବିବାର ଦିନ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଥିଲେ ମଧ୍ୟ ଆଜି ୨ୟ ଦିନରେ ମାଉସୀ ମା’ ମନ୍ଦିରରେ ରଥ ପହଞ୍ଚିପାରିନାହିଁ ।
ମିଳିଥିବା ସୂଚନାନୁଯାୟୀ ଭକ୍ତ ରଥକୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ପାରୁପର୍ଯ୍ୟନ୍ତ ଚେଷ୍ଟା…