ଆଜି ପବିତ୍ର ଶ୍ରୀରାମ ନବମୀ, ଶ୍ରଦ୍ଧାର ସହ ଦେଶବ୍ୟାପୀ ପର୍ବ ପାଳିତ
ଭୁବନେଶ୍ୱର: ଆଜି ଚୈତ୍ର ମାସର ନବମ ଦିନ । ଏହି ପବିତ୍ର ଦିବସରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ । ହିନ୍ଦୁ ଧର୍ମାବଲମ୍ବୀମାନେ ଏହି ଦିନଟିକୁ ପବିତ୍ର ରାମନବମୀ ଭାବେ ପାଳନ କରିଥାଆନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମସ୍ଥାନ ଅଯୋଧ୍ୟା ସମେତ ସମଗ୍ର…