ମହିଳା କଂଗ୍ରେସ ସଭାନେତ୍ରୀ ପଦରୁ ଇସ୍ତଫା ଦେଲେ ସୁମିତ୍ରା
ଭୁବନେଶ୍ୱର : ଓଡିଶାରେ ସାଧାରଣ ନିର୍ବାଚନକୁ ଆଉ ମାତ୍ର ୨ ଦିନ ରହିଥିବାବେଳେ ଓଡିଶା ପ୍ରଦେଶ ମହିଳା କଂଗ୍ରେସ ଅଧ୍ୟକ୍ଷା ସୁମିତ୍ରା ଜେନା ଆଜି ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି ।
ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତାଙ୍କ ଇସ୍ତଫା ଲାଗି ଓପିସିସି ସଭାପତି ନିରଞ୍ଜନ…