ମୟୂରଭଞ୍ଜ ଲୋକସଭା ଆସନରୁ ଏଥର ଲଢିବେ ଶିବୁ ସୋରେନଙ୍କ ଝିଅ ଅଞ୍ଜନୀ
ବାରିପଦା: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ପକ୍ଷରୁ ବୁଧବାର ରାଜ୍ୟର ଗୋଟିଏ ଲୋକସଭା ଓ ୫ ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏକ ପ୍ରେସ ବିବୃତିରେ ଏନେଇ ସୂଚନା ଦେଇଛନ୍ତି ।
ସୁଚନା ମୁତାବକ ମୟୁରଭଞ୍ଜ ଲୋକସଭା…