କେନ୍ଦୁଝର: ବୈତରଣୀରେ ବୁଡି ୨ ସମ୍ପର୍କୀୟ ଭାଇଙ୍କ ସଲିଳ ସମାଧି
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ଅନ୍ତର୍ଗତ କୋଡପଡା ନିକଟସ୍ଥ ବ୍ରାହ୍ମଣୀ ନଦୀରେ ବୁଡି ୨ଜଣ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।
ମୃତକ ୨ ସମ୍ପର୍କୀୟ ଭାଇଙ୍କ ମଧ୍ୟରେ ଜଣେ ୬ ବର୍ଷ ବୟସର ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୧୬ ବର୍ଷ…