ନବୀନ ହିଞ୍ଜିଳି ବିଧାନସଭା ଆସନ ଲାଗି ପ୍ରାର୍ଥୀପତ୍ର ଦାଖଲ କଲେ
ଭୁବନେଶ୍ୱର/ଛତ୍ରପୁର : ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଗଞ୍ଜାମ ଜିଲ୍ଲା ଛତ୍ରପୁରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହିଞ୍ଜିଳି ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଆଜି ସକାଳ ୮ଟା ୩୦ ମିନିଟ୍…