ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ମୃତ
ବାଲେଶ୍ୱର/ବୌଦ୍ଧ : ବାଲେଶ୍ୱର ଓ ବୌଦ୍ଧ ଜିଲ୍ଲାରେ ଶୁକ୍ରବାର ଦିନ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।
ବାଲେଶ୍ୱର ଜିଲ୍ଲା ସୋର ବ୍ଲକ୍ ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ନିକଟରେ ଥିବା ଦଣ୍ଡକାଳୀ ମନ୍ଦିର ଠାରେ ଏକ ଟ୍ରକ୍ ଧକ୍କାରେ ଜଣେ ମହିଳାଙ୍କ ସମେତ ୨…