ଆହୁରି ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୩ ଦିନ ଧରି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି)ର କର୍ତ୍ତୃପକ୍ଷ ।
ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି) ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ, ବାଂଲାଦେଶ ଉପର ୦.୯ କିମି ରୁ…