Latest Odisha News

BREAKING NEWS

ଢେଙ୍କାନାଳ: ଆରମ୍ଭ ହେଲା ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା

ଢେଙ୍କାନାଳ: ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଆଜିଠୁ ଆରମ୍ଭ ହୋଇଛି । ଏହି ଯୋରନ୍ଦା ମେଳା ମଧ୍ୟ ପ୍ରଭୁ ପୂର୍ଣ୍ଣିମା ଉତ୍ସବ ଭାବେ ମଧ୍ୟ ପରିଚିତ । ଏହି ମେଳା ପୂର୍ଣ୍ଣିମା ବା ମାଘ ଚତୁର୍ଦ୍ଦଶୀରେ ପାଳିତ ହୋଇଥାଏ । ଯୋରନ୍ଦା ସ୍ଥିତ ମହିମା ଗାଦିରେ ଏହା…

ଖୋର୍ଦ୍ଧା: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ନିର୍ମମ ହତ୍ୟା

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଗୋପାଳପୁର ପଞ୍ଚାୟତର ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ନୂଆସାହିରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରିଛି ଅନ୍ୟ ଜଣେ ଯୁବକ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ମିଳିଥିବା ସୂଚନାନୁଯାୟୀ ଉକ୍ତ ଗ୍ରାମର ଚିନ୍ମୟ ସାହୁ ନାମକ…

କେନ୍ଦୁଝର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଅନ୍ତର୍ଗତ ବିଜଗୋଠ ବୈତରଣୀ ନଦୀ ପୋଲ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମନୋଜ ଡାଙ୍ଗୁଆ ଏବଂ ତାଙ୍କ ଘର ବିଜାଗୋଠ ଅଞ୍ଚଳରେ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।…

ବୌଦ୍ଧ ଓ ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବୌଦ୍ଧ ଓ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି । ସରକାରୀ ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର କଣ୍ଟାମାଳଠାରେ ୧୧୬ କୋଟି ଟଙ୍କା ବ୍ୟୟରେ ୪୫ଟି ଜନହିତକାରୀ…

ଜମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ପୁଲୱାମା ଆକ୍ରମଣର ୨ ମାଷ୍ଟରମାଇଣ୍ଡ ନିହତ

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀର ପୁଲୱାମା ଜିଲ୍ଲାରେ ଗତ ଫେବ୍ରୃାରୀ ୧୪ ତାରିଖରେ ହୋଇଥିବା ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ନିହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ସେନା ଏନକାଉଣ୍ଟରେ ପୁଲୱାମା ଆକ୍ରମଣରେ ସମ୍ପୃକ୍ତ ଦୁଇ…

ପୁଲୱାମା ଆକ୍ରମଣ ପ୍ରତିବାଦରେ ଆଜି ବନ୍ଦ ରହିଲା ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ

ଭୁବନେଶ୍ୱର : ପୁଲୱାମା ଆତଙ୍କବାଦୀ ଆକ୍ରମଣ ପ୍ରତିବାଦରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ମଙ୍ଗଳବାର ଦିନ ସମଗ୍ର ଦେଶରେ ବ୍ୟବସାୟ ପ୍ରତିଷ୍ଠାନ ଗୁଡ଼ିକ ବନ୍ଦ ରହିଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହୋଇନଥିବା ଦେଖିବାକୁ ମିଳିଛି । ଫେବୃଆରୀ ୧୪ ତାରିଖରେ ପୁଲୱାମାରେ ହୋଇଥିବା…

ପୁଲୱାମାରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ, ୪ ଯବାନ ସହିଦ

ଶ୍ରୀନଗର : ଜମ୍ମୁ ଓ କାଶ୍ମୀରର ଦକ୍ଷିଣ କଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲା ପିଙ୍ଗଲିନା ଠାରେ ସୋମବାର ଦିନ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ଜଣେ ମେଜରଙ୍କ ସମେତ ୪ ଜଣ ଯବାନ ସହିଦ ହୋଇଥିବା ନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ପୁଲୱାମା ଆକ୍ରମଣ: ସୋମବାର ଦେଶବ୍ୟାପୀ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ ବନ୍ଦ

ଭୁବନେଶ୍ୱର: ପୁଲୱାମା ଆତଙ୍କବାଦୀ ଆକ୍ରମଣ ପ୍ରତିବାଦରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ସମଗ୍ର ଦେଶରେ ବ୍ୟବସାୟ ପ୍ରତିଷ୍ଠାନ ଗୁଡ଼ିକ ବନ୍ଦ ରହିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଆକ୍ରମଣ ଘଟଣାରେ ସମସ୍ତ ସହିଦଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିବା ପୂର୍ବକ…

‘ଓଡ଼ିଶା କ୍ୟାନସର ହସ୍ପିଟାଲ୍ ଆଣ୍ଡ୍ ରିସର୍ଚ୍ଚ ସେଣ୍ଟର’ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବାରଙ୍ଗ : କଟକ ଜିଲ୍ଲା ଅଧୀନ ବାରଙ୍ଗ ତହସିଲ ଅନ୍ତର୍ଗତ ରତଗଡ-ନୂଆସାହି ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା କ୍ୟାନସର ହସ୍ପିଟାଲ୍ ଆଣ୍ଡ୍ ରିସର୍ଚ୍ଚ ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଶିଳାନ୍ୟାସ ଉତ୍ସବରେ ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍ ରତନ୍ ଟାଟା…

ଆଜି ଭଦ୍ରକ ଠାର ଏକ ସମାବେଶରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ

ଭଦ୍ରକ : ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ ଦିନିକିଆ ଓଡିଶା ଗସ୍ତରେ ଆସି ରବିବାର ଦିନ ଭଦ୍ରକ ଗସ୍ତ କରିବେ । ଦଳୀୟ କର୍ମକର୍ତ୍ତାଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ କେନ୍ଦ୍ରମନ୍ତ୍ରୀ ବାସୁଦେବପୁର ବ୍ଲକରେ ପହଞ୍ଚି ଇରମା ଠାରେ ରହିଥିବା ସହିଦ ସ୍ତମ୍ଭ…