ଜାମ୍ମୁ-କାଶ୍ମୀର: ବଡଗାମରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ
ଶ୍ରୀନଗର : ଜାମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର ଗୋପାଲପୋର ଅଞ୍ଚଳରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ମୃତ ଆତଙ୍କବାଦୀ ଲସ୍କର କମାଣ୍ଡର ଅବୁ ମାଜ୍ ବୋଲି ସୂଚନା ମିଳିଥିବାବେଳେ ଅନ୍ୟ ଜଣେ ଆତଙ୍କବାଦୀଙ୍କ ପରିଚୟ…