Latest Odisha News

BREAKING NEWS

ମାଲକାନଗିରି: ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଧାରଣା

ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ବସ୍ତା ରଖି ଜିଲ୍ଲା କଂଗ୍ରେସର କର୍ମୀମାନେ ସୋମବାର ଦିନ ଧାରଣା ଦେଇଛନ୍ତି। ମିଳିଥିବା ସୂଚନାନୁଯାୟୀ ବିଭିନ୍ନ ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ଜିଲ୍ଲା କଂଗ୍ରେସ କର୍ମୀମାନେ ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ…

ରାଉରକେଲା: ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ଯୁବତୀ ମୃତ

ରାଉରକେଲା : ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକ ନିକଟରେ ସୋମବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମିଳିଥିବା ସୂଚନା ମୁତାବକ, ରାଉରକେଲାର ବ୍ରାହ୍ମଣୀତରଙ୍ଗ ଥାନା ଟିସିଆଇ ଛକ ନିକଟରେ ଏକ ସ୍କୁଟିକୁ ଟ୍ରକ୍ ଧକ୍କା ଦେଇଥିଲା । ସଙ୍ଗେସଙ୍ଗେ ଯୁବତୀ…

କୋରାପୁଟରେ +୨ ପରୀକ୍ଷା କେନ୍ଦ୍ର ସ୍ଥାନାନ୍ତରୀତ କରିବା ନେଇ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ

କୋରାପୁଟ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍ ସ୍ଥିତ କୁମ୍ଭାରିପୁଟ କଲେଜର ଶତାଧିକ ଯୁକ୍ତ ୨ ଛାତ୍ରଛାତ୍ରୀ ସୋମବାର ଦିନ ଲକ୍ଷ୍ମୀପୁରକୁ ପରୀକ୍ଷା କେନ୍ଦ୍ର ସ୍ଥାନାନ୍ତର କରିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀମାନେ…

ଓଡ଼ିଶା ଆସୁଛନ୍ତି ଯୋଗୀ ଆଦିତ୍ୟନାଥ ଓ ରାଜନାଥ ସିଂହ

ଭୁବନେଶ୍ୱର: ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ଓଡ଼ିଶାକୁ ଦଳର ହେଭିୱେଟ୍ ନେତାଙ୍କୁ ଆଣି କର୍ମୀଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ଲାଗି ଉଦ୍ୟମ ଜାରି ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ପରକୁ ପର ଓଡ଼ିଶା ଗସ୍ତ ପରେ…

ବ୍ରହ୍ମପୁର: ନିଜକୁ ପୋଲିସ ଅଧିକାରୀ କହି ବୃଦ୍ଧ ଦମ୍ପତ୍ତିଙ୍କ ଠାରୁ ଲୁଟ୍ ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁରର ଜୟପ୍ରକାଶ ନଗର ସ୍ଥିତ କଲ୍ୟାଣ ମଣ୍ଡପ ନିକଟରେ କେତେକ ଦୁବୃର୍ତ୍ତ ନିଜକୁ ପୋଲିସ ଅଧିକାରୀ କହି ବୃଦ୍ଧ ଦମ୍ପତିଙ୍କ ଠାରୁ ସୁନା ଗହଣା ଲୁଟ୍ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏହି ଦମ୍ପତି ଏକ ବାହାଘରରେ ଯୋଗ ଦେବାକୁ ଭୁବନେଶ୍ୱରରୁ ବ୍ରହ୍ମପୁର ଆସିଥିଲେ।…

ବରଗଡ଼: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଏଏସଆଇ ନିଲମ୍ବିତ

ବରଗଡ଼ : ବରଗଡ ଜିକ୍ଲା ମେଲଛାମୁଣ୍ଡାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ସୋହେଲା ଥାନା ଏଏସଆଇଙ୍କୁ ନିଲମ୍ବିତ କରାଯାଇଛି । ଗତ ଫେବୃଆରୀ ୮ ତାରିଖରେ ଜଣେ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ କରିଥିବା ନେଇ ଜଣେ ଥାନା ଏଏସଆଇ ବନମାଳୀ କୁଅଁର ଓ ଆଉ ଜଣେ ଯୁବକ ରିକୁ…

କୋଲକତାରେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଖେଳୁଥିବା ବେଳେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର: କୋଲକାତାର ସାଇ ଖେଳ ପଡ଼ିଆରେ ଶନିବାର ଦିନ ଫୁଟବଲ୍ ଖେଳୁଥିବା ବେଳେ ଓଡ଼ିଶାର ୨୩ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଯୁବକ ଜଣକ ଭୁବନେଶ୍ୱର ବାସିନ୍ଦା ତଥା କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର (ଏନଏଲୟୁଓ) ଛାତ୍ର ରିତ୍ୱିକ ଦାସ ବୋଲି ଜଣା ପଡ଼ିଛି । ସେ ଆଇଆରଏସ…

ପାରାଦ୍ୱୀପରେ ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ଯୁବକ ଗୁରୁତର ଆହତ

ପାରାଦ୍ୱୀପ: ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପର ଲକ୍ ପଡ଼ାଠାରେ ପ୍ରକାଶ ମିଶ୍ର ନାମକ ଜଣେ ଯୁବକ ଦୁର୍ବୃତ୍ତଙ୍କ ଛୁରାମାଡ଼ର ଶିକାର ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ, ପ୍ରକାଶ ମିଶ୍ର ନାମକ ଜଣେ ଯୁବକଙ୍କୁ ଦୁର୍ବୃତ୍ତ ଜଣକ ପେଟରେ ଛୁରୀ ଦ୍ୱାରା ପେଟରେ ଆଘାତ ଦେବାରୁ ସେ ଗୁରୁତର ଭାବେ…

ଟିଭି ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣା: ସ୍ୱାମୀଙ୍କ ଜାମିନ ଆବେଦନ କୋର୍ଟରେ ଖାରଜ

କଟକ: ଅତିରିକ୍ତ ଜିଲ୍ଲା ସେସନ ଜଜ୍ -୨ ଶନିବାର ଦିନ ଟିଭି ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣାରେ ତାଙ୍କର ସ୍ୱାମୀ ଲିପନ ସାହୁଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ସେସନ ଜଜ୍ ସୁଶ୍ରୀ ରାଜଲକ୍ଷ୍ମୀ ପଟ୍ଟନାୟକ ସରକାରୀ ଓକିଲ ନନ୍ଦନନ୍ଦନ ମହାପାତ୍ର ଏବଂ…

ସ୍ୱନାମଧନ୍ୟ ପାଲା ଗାୟକ ଲକ୍ଷ୍ମଣ ଚରଣ ରାଉତ

ଭୁବନେଶ୍ୱର: ପାଲା ଜଗତରେ ଜଣେ ଅମଳିନ ପ୍ରତିଭା ଗାୟକ ତପନ ଲକ୍ଷ୍ମଣ ଚରଣ ରାଉତ । ୧୯୫୧ ମସିହା ଏପ୍ରିଲ ୨୦ ତାରିଖରେ ଭଦ୍ରକ ଜିଲ୍ଲା ବନ୍ତ ନିକଟସ୍ଥ ହାସିନୀପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ଲକ୍ଷ୍ମଣ । ବାପା ଚିନ୍ତାମଣି ରାଉତ ଏବଂ ମାଆ ସାଗିରି । ଜେଜେବାପା ଫକୀର ରାଉତ ଗାୟକ ଥିଲେ ।…