ନ୍ୟୁଜିଲାଣ୍ଡକୁ ୩-୦ରେ ପରାସ୍ତ କରି ଭାରତ ସିରିଜ ବିଜୟୀ
ମାଉଣ୍ଟମଂଗନୁଇ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିବା ୩ୟ ଦିିନିକିଆ ମ୍ୟାଚରେ ବିରାଟ ବାହିନୀ କିୱି ଦଳକୁ ୭ ୱିକେଟରେ ପରାସ୍ତ କରି ୫ ଟିକିଆ ଶୃଙ୍ଖଳା ବିଜୟ ହାସଲ କରିପାରିଛି ।
ଭାରତୀୟ ଦଳ ଉଭୟ ବ୍ୟାଟିଂ ଓ ବୋଲିଂ ବିଭାଗରେ ଉନ୍ନତ ଖେଳ ପ୍ରଦର୍ଶନ କରି କିୱି ଦଳକୁ…